ଆଜି ପୁଣି ବଢିଲା ସୁନା ଦର, ଜାଣନ୍ତୁ କେତେ ରହିଛି ସୁନା ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬,୬୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୮୦୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୬୫୦ ଟଙ୍କା ଓ ୬୧ ,୮୦୦ ଟଙ୍କା ହୋଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୬୫୦ ଟଙ୍କା ଓ ୬୧ ,୮୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୬,୬୫୦ ଟଙ୍କା ଓ ୬୧,୮୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୬,୮୦୦ ଟଙ୍କା ଓ ୬୧,୮୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୭,୧୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୨,୩୫୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୬,୬୫୦ ଟଙ୍କା ଓ ୬୧,୮୦୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୭୪,୮୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave a Reply

Your email address will not be published. Required fields are marked *

YouTube
LinkedIn
Share
Instagram
Telegram
WhatsApp