ଆସୁଛି ଆଉ ଏକ ପଶ୍ଚିମା ଝଡ଼ |

ଆସନ୍ତା ୨୬ ତାରିଖରୁ ରାଜ୍ୟରେ ପୁଣି ପଶ୍ଚିମା ଝଡର ପ୍ରଭାବ ଦେଖିବାକୁ ମିଳିବ। ଘଡ଼ଘଡ଼ି, ବର୍ଷା ଏବଂ ଝଡ଼ ସହ ଘଣ୍ଟା ପ୍ରତି ପବନର ବେଗ ୩୦ରୁ ୪୦ କିଲୋମିଟର ବେଗରେ ବହିବାର ସମ୍ଭାବନା ରହିଛି।ଣି ତାଣ୍ଡବ ରଚିବ ପଶ୍ଚିମା ଝଡ଼ ! ଆସୁଛି ଆଉ ଏକ ପଶ୍ଚିମା ଝଡ଼। ଆସନ୍ତା ୨୬ ତାରିଖରୁ ରାଜ୍ୟରେ ପୁଣି ପଶ୍ଚିମା ଝଡର ପ୍ରଭାବ ଦେଖିବାକୁ ମିଳିବ। ସେପଟେ ଗୋଟିଏ ନ ସରୁଣୁ ଆସୁଛି ଆଉ ଏକ ପଶ୍ଚିମା ଝଡ଼। ଆସନ୍ତା ୨୬ ତାରିଖରୁ ରାଜ୍ୟରେ ପଡ଼ିବ ପଶ୍ଚିମା ଝଡ଼ ପ୍ରଭାବ। ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ । ୨୭ ତାରିଖରୁ ବର୍ଷାର ବିସ୍ତତି ବୃଦ୍ଧି ପାଇବ । ୨୭ରେ ୧୧ ଉପକୂଳ ଜିଲ୍ଲା ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲା ମଧ୍ୟ ପ୍ରଭାବିତ ହେବ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ଜାରି ରହିବ । ୨୬ ତାରିଖ ପାଇଁ ଉପକୂଳ ସମେତ ଉତ୍ତର ଓ ଦକ୍ଷିଣ ଓଡ଼ିଶାକୁ ୱାର୍ଣ୍ଣିଂ ଜାରି କରାଯାଇଛି । ୧୭ ଜିଲ୍ଲାକୁ ବିଜୁଳି ଘଡ଼ଘଡି ସହ ବର୍ଷା ନେଇ ଚେତାବନୀ ଜାରି ହୋଇଛି । ସେହିଭଳି ୨୭ ତାରିଖରେ ୧୯ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Leave a Reply

Your email address will not be published. Required fields are marked *

YouTube
LinkedIn
Share
Instagram
Telegram
WhatsApp