କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ବିରୋଧରେ ଥାନାରେ ଏତଲା
କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ବିରୋଧରେ ଥାନାରେ ଏତଲା । ମହିଳା ଥାନାରେ ଅଭିଯୋଗ କରିଛନ୍ତି ଜଣେ ମହିଳା କଣ୍ଠଶିଳ୍ପୀ । ମିଛ ପ୍ରଲୋଭନ ଦେଖାଇ ବିବାହ ପ୍ରତିଶ୍ରୁତି, ପ୍ରତାରଣା, ନିର୍ଯାତନା ଓ ଶୋଷଣ କରିବା ନେଇ ଅଭିଯୋଗ କରିଛନ୍ତି କଣ୍ଠଶିଳ୍ପୀ। ତାଙ୍କ କହିବା ଅନୁଯାୟୀ କଣ୍ଠଶିଳ୍ପୀ ସୌରୀନ ଭଟ୍ଟ ତାଙ୍କଠାରୁ ୧୦ ଲକ୍ଷ ଟଙ୍କା ହଡ଼ପ କରିସାରିଛନ୍ତି।ମିଛ ପ୍ରଲୋଭନ ଦେଖାଇ ବିବାହ କରିବାକୁ କହି ପ୍ରତାରଣା କରିଥିବା ଅଭିଯୋଗ ହୋଇଛି ।କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ବିରୋଧରେ ଥାନାରେ ଏତଲା । ମହିଳା ଥାନାରେ ଅଭିଯୋଗ କରିଛନ୍ତି ଜଣେ ମହିଳା କଣ୍ଠଶିଳ୍ପୀ । ମିଛ ପ୍ରଲୋଭନ ଦେଖାଇ ବିବାହ କରିବାକୁ କହି ପ୍ରତାରଣା କରିଥିବା ଅଭିଯୋଗ ହୋଇଛି ।