କମିଲା ପେଟ୍ରୋଲ ଓ ଡିଜେଲ ଦାମ୍‌

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୧୮ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୫ ପଇସା ରହିଛି।ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି

Leave a Reply

Your email address will not be published. Required fields are marked *

YouTube
LinkedIn
Share
Instagram
Telegram
WhatsApp