ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୫୩୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୬୨୦ ଟଙ୍କା ରହିଛ।ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର। ସୁନା ଦରରେ ବର୍ତ୍ତମାନ ଦେଖାଦେଇଥିବା ବଡ଼ ଧରଣର ବୃଦ୍ଧି ଯୋଗୁ ସୁନା ବଦଳ ବଢିଛି ।ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୫୩୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୬୨୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୮୦୦ ଟଙ୍କା ଓ ୬୦,୮୭୦ ଟଙ୍କା ହୋଇଛି।ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି ।

Leave a Reply

Your email address will not be published. Required fields are marked *

YouTube
LinkedIn
Share
Instagram
Telegram
WhatsApp