ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର |

ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର ,ତୈଳ କମ୍ପାନୀ ପକ୍ଷରୁ ଆଜିର ପେଟ୍ରୋଲ- ଡିଜେଲ ଦର ଜାରି ହୋଇଥିବା ବେଳେ ଆଯି ଦର ଜାରିକରିଦିଆଯାଇଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର କାଲି ତୁଳନାରେ ୧୮ ପଇସା ବଢ଼ି ୧୦୩ ଟଙ୍କା ୧୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୧୮ ପଇସା ବଢ଼ି ୯୪ ଟଙ୍କା ୭୬ ପଇସା ରହିଛି।

ତୈଳ କମ୍ପାନୀ ପକ୍ଷରୁ ଆଜିର ପେଟ୍ରୋଲ- ଡିଜେଲ ଦର ଜାରି କରିଦିଆଯାଇଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର କାଲି ତୁଳନାରେ ୧୮ ପଇସା ବଢ଼ି ୧୦୩ ଟଙ୍କା ୧୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୧୮ ପଇସା ବଢ଼ି ୯୪ ଟଙ୍କା ୭୬ ପଇସା ରହିଛି।ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

Leave a Reply

Your email address will not be published. Required fields are marked *

YouTube
LinkedIn
Share
Instagram
Telegram
WhatsApp