ବିବାହ ବନ୍ଧନରେ ବାନ୍ଧିହେଲେ ଦିବ୍ୟଶଙ୍କର ମିଶ୍ର |

ସରିଲା ନିର୍ବନ୍ଧ, ବିବାହ ବନ୍ଧନରେ ବାନ୍ଧି ହେଲେ ଜୁନାଗଡ ବିଧାୟକ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର । ପିପିଲି ସିଉଳା ଗୁଡ଼ିଆ ପୋଖରୀ ନିକଟ ଆଡ଼ଭେଞ୍ଜର କଲ୍ୟାଣ ମଣ୍ଡପରେ ଦିବ୍ୟଶଙ୍କର ମିଶ୍ରଙ୍କର ଗୁପ୍ତ ଭାବରେ ବିବାହ କରିଥିଲେ। ଉଭୟ ପକ୍ଷର ସମ୍ପର୍କୀୟଙ୍କ ଉପସ୍ଥିତିରେ ବିବାହ ଉତ୍ସବ ଅନୁଷ୍ଠିତ ହୋଇଛି।

ଉଭୟ ପକ୍ଷର ସମ୍ପର୍କୀୟଙ୍କ ଉପସ୍ଥିତିରେ ବିବାହ ଉତ୍ସବ ଅନୁଷ୍ଠିତ ହୋଇଛି। ବିବାହ ଉତ୍ସବରେ ସାମିଲ ହୋଇଥିଲେ ସମ୍ପର୍କୀୟ ଓ ଅତି ପାଖ ଲୋକ । ତେବେ ସବୁ ଲୋକଙ୍କୁ ବିବାହ ଉତ୍ସବକୁ ଛଡାଯାଇ ନାହିଁ । ଯେଉଁମାନଙ୍କ ନିକଟରେ ପାସ ଅଛି ସେମାନଙ୍କୁ ଛଡାଯିବାକୁ ଅନୁମତି ରହିଛି । ତେବେ ସବୁ ଲୋକଙ୍କୁ ବିବାହ ଉତ୍ସବକୁ ଛଡାଯାଉ ନାହିଁ ।
କିଛି ଦିନ ହେଲା, କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର ପୁଣି ବିବାହ କରୁଥିବା ସୋସିଆଲ ମିଡିଆରେ ଚର୍ଚ୍ଚା ହେଉ୍ଥିଲା । ତାଙ୍କ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋଲାମୁଣ୍ଡା ବ୍ଲକ ଦେକୋଟ ଗାଁର ପ୍ରିୟଙ୍କାଙ୍କୁ ବିବାହ କରିବେ ବୋଲି ଚର୍ଚ୍ଚା ହେଉଥିଲା । ଯାହା ଏବେ ସତ ହୋଇଛି ।

Leave a Reply

Your email address will not be published. Required fields are marked *

YouTube
LinkedIn
Share
Instagram
Telegram
WhatsApp