ବ୍ରାହ୍ମଣୀ ନଦୀରେ ଅଭାବନୀୟ ଦୁର୍ଘଟଣା : ଡଙ୍ଗା ବୁଡ଼ି ୨ ଜଣ ନିଖୋଜ

ରାଜନଗର ଏକମାଣିଆ – କେରଡ଼ାଗଡ଼ ଘାଟରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହି ଡ଼ଙ୍ଗା।

ବ୍ରାହ୍ମଣୀ ନଦୀରେ ବଡ଼ ଅଘଟଣ। ଏକମାଣିଆ – କେରଡ଼ାଗଡ଼ ଘାଟରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହି ଡ଼ଙ୍ଗା। ଡଙ୍ଗା ବୁଡ଼ି ୨ ଜଣ ନିଖୋଜ ଅଛନ୍ତି। ନାଉରିଆ ସହ ଜଣେ ଯାତ୍ରୀ ନିଖୋଜ ଥିବା ସୂଚନା ମିଳିଛି। ଡଙ୍ଗାରେ ୨୫ରୁ ଉର୍ଦ୍ଧ୍ୱ ଯାତ୍ରୀ ଥିଲେ । କୂଳରୁ କିଛି ବାଟ ଗଲା ପରେ ଡଙ୍ଗାଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ସ୍ଥାନୀୟ ଲୋକଙ୍କ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି।

Leave a Reply

Your email address will not be published. Required fields are marked *

YouTube
LinkedIn
Share
Instagram
Telegram
WhatsApp