ଭୂମିକମ୍ପରେ ଥରିଲା ଜୋହାନସବର୍ଗ |
ଭୂମିକମ୍ପରେ ଥରିଲା ଜୋହାନସବର୍ଗ |ଦକ୍ଷିଣ ଆଫ୍ରିକାର ଜୋହାନସବର୍ଗରେ ରବିବାର ବଡଧରଣର ଭୂମିକମ୍ପ ହୋଇଛି । ସ୍ଥାନୀୟ ସମୟ ୨ଟା ୩୮ରେ ୫.୦ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି । ଏଥିରେ କୁହାଯାଇଛି ଯେ ଭୂମିକମ୍ପର କେନ୍ଦ୍ରସ୍ଥଳ ଦକ୍ଷିଣପୂର୍ବ ଅଞ୍ଚଳରେ ଅଲବଟର୍ଣ୍ଣ ୬ କିଲୋମିଟର ଦୂରରେ ରହିଛି । ତେବେ ବର୍ତ୍ତମାନ ସୁଦ୍ଧା ଏଥିରେ କୌଣସି କ୍ଷୟକ୍ଷତିର ଆକଳନ ହୋଇନାହିଁ ।