ସୁନା ଦର ବର୍ତ୍ତମାନ ସର୍ବକାଳୀନ ରେକର୍ଡ ସ୍ତରରେ ପହଁଚିଛି ।

ସୁନା କିଣିବା ପାଇଁ ଲୋକେ ଘରେ ରହୁଥିବା ପୁରୁଣା ସୁନାକୁ ବଦଳ କରୁଛନ୍ତି । ସୁନା ଦରରେ ବର୍ତ୍ତମାନ ଦେଖାଦେଇଥିବା ବଡ଼ ଧରଣର ବୃଦ୍ଧି ଯୋଗୁ ସୁନା ବଦଳ ବଢିଛି । ତେବେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର।ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର। ସୁନା ଦର ତ ବର୍ତ୍ତମାନ ସମୟରେ ସର୍ବକାଳୀନ ରେକର୍ଡ ସ୍ତରରେ ପହଁଚିଛି । ସୁନା କିଣିବା ପାଇଁ ଲୋକେ ଘରେ ରହୁଥିବା ପୁରୁଣା ସୁନାକୁ ବଦଳ କରୁଛନ୍ତି । ସୁନା ଦରରେ ବର୍ତ୍ତମାନ ଦେଖାଦେଇଥିବା ବଡ଼ ଧରଣର ବୃଦ୍ଧି ଯୋଗୁ ସୁନା ବଦଳ ବଢିଛି ।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୭୩୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୭୫୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୦୦୦ ଟଙ୍କା ଓ ୬୦,୦୦୦ ଟଙ୍କା ହୋଇଛି।

Leave a Reply

Your email address will not be published. Required fields are marked *

YouTube
LinkedIn
Share
Instagram
Telegram
WhatsApp